Ezekiel 37:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ଏହି ଅସ୍ଥିଗୁଡ଼ିକ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ' ହେ ଶୁଷ୍କ ଅସ୍ଥି ସକଳ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ ମୋତେ କହିଲେ, ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ଏହି ଅସ୍ଥିଗୁଡ଼ିକ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରି କୁହ, ‘ହେ ଶୁଷ୍କ ଅସ୍ଥି ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।