Ezekiel 37:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ସେ ସକଳ ଅସ୍ଥିକୁ ଏହି କଥା କହନ୍ତି, ଦେଖ, ମୁଁ ତୁମ୍ଭମାନଙ୍କ ମଧିଅରେ ପ୍ରାଣବାଯୁ ପ୍ରବେଶ କରାଇବି ଓ ତୁମ୍ଭମାନେେ ଜୀବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ସେ ସକଳ ଅସ୍ଥିକୁ ଏହି କଥା କହନ୍ତି, ଦେଖ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବି ଓ ତୁମ୍ଭେମାନେ ଜୀବିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।