Ezekiel 37:6 — Compare Translations
5 translations compared side by side
Odia - 1840
"ପୁଣି ମୁଁ ତୁମ୍ଭମାନଙ୍କ ଉପ ରେ ଶିରା ଓ ମାଂସ ଉତ୍ପନ୍ନ କରିବି। ଆଉ ଚର୍ମ ରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବି ଓ ତୁମ୍ଭମାନଙ୍କ ମଧିଅରେ ପ୍ରାଣବାଯୁ ଦବେି। ଆଉ ତୁମ୍ଭମାନେେ ଜୀବିତ ହବେ। ତହିଁରେ ଏହା ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶିରା ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭମାନଙ୍କ ଉପରେ ଶିରା ଓ ମାଂସ ଉତ୍ପନ୍ନ କରିବି। ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବି ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବି। ଆଉ ତୁମ୍ଭେମାନେ ଜୀବିତ ହେବ। ତହିଁରେ ଏହା ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”