Ezekiel 37:7 — Compare Translations
5 translations compared side by side
Odia - 1840
"ମାେତେ ଯେପରି ଆଜ୍ଞା ହାଇେଥିଲା, ତଦନୁସା ରେ ମୁଁ ଭବିଷ୍ଯଦବାଣୀ କଲି, ଯେତବେେଳେ ମୁଁ ଭବିଷ୍ଯଦବାଣୀ କରୁଥିଲି ଏକ ଶବ୍ଦ ଶୁଣାଗଲା ଓ ଭୂମିକମ୍ପ ହେଲା। ଆଉ ଅସ୍ଥିସକଳ ପରସ୍ପର ଯୋଡ଼ି ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋତେ ଯେପରି ଆଜ୍ଞା ହୋଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶଦ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଯେପରି ଆଜ୍ଞା ହୋଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାଣୀ କଲି, ଯେତେବେଳେ ମୁଁ ଭବିଷ୍ୟଦ୍ବାଣୀ କରୁଥିଲି ଏକ ଶବ୍ଦ ଶୁଣାଗଲା ଓ ଭୂମିକମ୍ପ ହେଲା। ଆଉ ଅସ୍ଥିସକଳ ପରସ୍ପର ଯୋଡ଼ି ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।