Ezekiel 37:8 — Compare Translations

5 translations compared side by side

Odia - 1840
"ମୁଁ ନିରୀକ୍ଷଣ କରି ଦେଖିଲି, ସହେିସବୁ ଅସ୍ଥି ଉପ ରେ ସ୍ନାଯୁ ଓ ମାଂସ ଆଚ୍ଛାଦନ କଲା, ପୁଣି ଚର୍ମ ସେସବୁକୁ ଆଚ୍ଛାଦନ କଲା କିନ୍ତୁ ସମାନଙ୍କେର ପ୍ରାଣବାଯୁ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ଶିରା ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି ଚର୍ମ ସେସବୁକୁ ଆଚ୍ଛାଦନ କଲା; ମାତ୍ର ସେସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିରୀକ୍ଷଣ କରି ଦେଖିଲି, ସେହିସବୁ ଅସ୍ଥି ଉପରେ ସ୍ନାୟୁ ଓ ମାଂସ ଆଚ୍ଛାଦନ କଲା, ପୁଣି ଚର୍ମ ସେସବୁକୁ ଆଚ୍ଛାଦନ କଲା କିନ୍ତୁ ସେମାନଙ୍କର ପ୍ରାଣବାୟୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହି ସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।