Ezekiel 37:9 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ବାଯୁ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କର ଓ ବାଯୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ପ୍ରାଣବାଯୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପ ରେ ପ୍ରଶ୍ବାସ ଦିଅ, ଯେପରି ସମାନେେ ଜୀବିତ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର ଓ ବାୟୁକୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପରେ ପ୍ରଶ୍ୱାସ ଦିଅ, ଯେପରି ସେମାନେ ଜୀବିତ ହେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”
Odia IRV 2017 (ଓଡିଆ ବାଇବେଲ)