Ezekiel 38:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;