Ezekiel 38:11 — Compare Translations
5 translations compared side by side
Odia - 1840
"ତୁମ୍ଭେ କହିବ, 'ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି; ସମାନେେ ଶାନ୍ତି ରେ ଅଛନ୍ତି, ସମାନେେ ଭାବନ୍ତି ସମାନେେ ନିରାପଦ ରେ ଅଛନ୍ତି, ସମାନଙ୍କେର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗ ରେ ପ୍ରାଚୀର ନାହିଁ କିମ୍ବା ସମାନଙ୍କେର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସମାନଙ୍କେ ଦେଶ ବିପକ୍ଷ ରେ ଖଡ୍ଗ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିବ, ‘ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି; ସେମାନେ ଶାନ୍ତିରେ ଅଛନ୍ତି, ସେମାନେ ଭାବନ୍ତି ସେମାନେ ନିରାପଦରେ ଅଛନ୍ତି, ସେମାନଙ୍କର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗରେ ପ୍ରାଚୀର ନାହିଁ କିମ୍ବା ସେମାନଙ୍କର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସେମାନଙ୍କ ଦେଶ ବିପକ୍ଷରେ ଖଡ଼୍ଗ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;