Ezekiel 38:12 — Compare Translations
5 translations compared side by side
Odia - 1840
"ଲୁଣ୍ଠନ ଓ ଦ୍ରବ୍ଯ ଅପହରଣ ଉଦ୍ଦେଶ୍ଯ ରେ ମୁଁ ସମାନଙ୍କେ ବିରୁଦ୍ଧ ରେ ୟାତ୍ରା କରିବି। ଯେଉଁ ସମସ୍ତ ଧ୍ବଂସପ୍ରାପ୍ତ ସ୍ଥାନ ଏବେ ବସତି ବିଶିଷ୍ଟ ହାଇେଅଛି ତାହା ବିରୁଦ୍ଧ ରେ ଓ ଯେଉଁ ଲୋକମାନେ ନାନା ଦେଶୀୟ ମଧ୍ଯରୁ ସଂଗୃହୀତ ହାଇେଅଛନ୍ତି ସମାନଙ୍କେ ବିରୁଦ୍ଧ ରେ ୟିବି ଏବଂ ସମାନେେ ପଶୁ ଓ ଦ୍ରବ୍ଯାଦି ପ୍ରାପ୍ତ ହାଇେ ଦେଶର ମଧ୍ଯଭାଗ ରେ ବାସ କରୁଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ) ।
Odia Bible ERV 2004 (ପବିତ୍ର ବାଇବଲ)
ଲୁଣ୍ଠନ ଓ ଦ୍ରବ୍ୟ ଅପହରଣ ଉଦ୍ଦେଶ୍ୟରେ ମୁଁ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବି। ଯେଉଁ ସମସ୍ତ ଧ୍ୱଂସପ୍ରାପ୍ତ ସ୍ଥାନ ଏବେ ବସତି ବିଶିଷ୍ଟ ହୋଇଅଛି ତାହା ବିରୁଦ୍ଧରେ ଓ ଯେଉଁ ଲୋକମାନେ ନାନା ଦେଶୀୟ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି ସେମାନଙ୍କ ବିରୁଦ୍ଧରେ ଯିବି ଏବଂ ସେମାନେ ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ଦେଶର ମଧ୍ୟଭାଗରେ ବାସ କରୁଅଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।
Odia IRV 2017 (ଓଡିଆ ବାଇବେଲ)