Ezekiel 38:13 — Compare Translations

5 translations compared side by side

Odia - 1840
"ଶିବା ଦାଦନ ଓ ତର୍ଶୀଶର ବଣିକଗଣ ଆଉ ସଠାେସ୍ଥିତ ୟୁବା ସିଂହାସକଳ ତୁମ୍ଭକୁ ପଚାରିବେ, 'ତୁମ୍ଭେ କ'ଣ ଲୁଟିବାକୁ ଆସିଅଛ? ତୁମ୍ଭେ କ'ଣ ଦ୍ରବ୍ଯ ଅପହରଣ କରିବାକୁ ଆପଣାର ଜନସମାଜକୁ ଏକତ୍ରୀତ କରିଅଛ? ରୂପା ସୁନା ବହି ନବୋର, ପଶୁ ଓ ଦ୍ରବ୍ଯାଦି ଲୁଟି ନଇୟିବୋର ଅଭିପ୍ରାଯ କ'ଣ ରଖିଅଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ଯୁବା ସିଂହ ସକଳ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?
Odia Bible ERV 2004 (ପବିତ୍ର ବାଇବଲ)
“ଶିବା ଦାଦନ ଓ ତର୍ଶୀଶର ବଣିକଗଣ ଆଉ ସେଠାସ୍ଥିତ ଯୁବା ସିଂହାସକଳ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେ କ’ଣ ଲୁଟିବାକୁ ଆସିଅଛ? ତୁମ୍ଭେ କ’ଣ ଦ୍ରବ୍ୟ ଅପହରଣ କରିବାକୁ ଆପଣାର ଜନସମାଜକୁ ଏକତ୍ରିତ କରିଅଛ? ରୂପା ସୁନା ବହି ନେବାର, ପଶୁ ଓ ଦ୍ରବ୍ୟାଦି ଲୁଟି ନେଇଯିବାର ଅଭିପ୍ରାୟ କ’ଣ ରଖିଅଛ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’
Odia IRV 2017 (ଓଡିଆ ବାଇବେଲ)
ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?