Ezekiel 38:14 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯଦବାକ୍ଯ ପ୍ରଚାର କରି ଗୋଗକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଯେତବେେଳେ ମାରେ ଲୋକମାନେ ଶାନ୍ତି ରେ ଓ ନିରାପଦ ରେ ବାସ କରୁଛନ୍ତି, ତୁମ୍ଭେ ସମାନଙ୍କେୁ ଆକ୍ରମଣ କରିବାକୁ ଆସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ଗୋଗକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ଯେତେବେଳେ ମୋର ଲୋକମାନେ ଶାନ୍ତିରେ ଓ ନିରାପଦରେ ବାସ କରୁଛନ୍ତି, ତୁମ୍ଭେ ସେମାନଙ୍କୁ ଆକ୍ରମଣ କରିବାକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?