Ezekiel 38:15 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନକେ ଜାତିମାନେ ଆସିବେ। ସମାନେେ ସମସ୍ତେ ଅଶ୍ବାେୃରାହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ଯସାମନ୍ତ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେସମସ୍ତେ ଅଶ୍ଵାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନେକ ଜାତିମାନେ ଆସିବେ। ସେମାନେ ସମସ୍ତେ ଅଶ୍ୱାରୋହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ୟସାମନ୍ତ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;