Ezekiel 38:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲ ବିରୁଦ୍ଧ ରେ ମାରେ ଲୋକ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବ ଏବଂ ଦେଶକୁ ମେଘତୁଲ୍ଯ ଆଚ୍ଛାଦନ କରିବ। ସହେି ଭବିଷ୍ଯତ ଦିନଗୁଡ଼ିକରେ, ମୁଁ ତୁମ୍ଭକୁ ମାେ ଦେଶ ବିରୁଦ୍ଧ ରେ ଆଣିବି, ଯାହା ଫଳ ରେ ଦେଶଗୁଡ଼ିକ ମାେତେ ଜାଣି ପାରିବେ। ଯେତବେେଳେ ମାରେ ପବିତ୍ରତା ତୁମ୍ଭ ମାଧ୍ଯମ ରେ ସମାନଙ୍କେୁ ଉପସ୍ଥିତି ରେ ଦଖାଇବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଇସ୍ରାଏଲ ବିରୁଦ୍ଧରେ ମୋର ଲୋକ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବ ଏବଂ ଦେଶକୁ ମେଘତୁଲ୍ୟ ଆଚ୍ଛାଦନ କରିବ। ସେହି ଭବିଷ୍ୟତ ଦିନଗୁଡ଼ିକରେ, ମୁଁ ତୁମ୍ଭକୁ ମୋ’ ଦେଶ ବିରୁଦ୍ଧରେ ଆଣିବି, ଯାହା ଫଳରେ ଦେଶଗୁଡ଼ିକ ମୋତେ ଜାଣି ପାରିବେ। ଯେତେବେଳେ ମୋର ପବିତ୍ରତା ତୁମ୍ଭ ମାଧ୍ୟମରେ ସେମାନଙ୍କୁ ଉପସ୍ଥିତିରେ ଦେଖାଇବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Odia IRV 2017 (ଓଡିଆ ବାଇବେଲ)