Ezekiel 38:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସହେି ଜଣକ ନୁହଁ କି, ଯାହାକୁ ମୁଁ ମାେ ସବେକ ମାଧ୍ଯମ ରେ ବହୁ ସମୟ ଆଗରୁ କହିଥିଲି, ଇଶ୍ରାୟେଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷଯ ରେ ଭବିଷ୍ଯତବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସମାନଙ୍କେ ବିରୁଦ୍ଧ ରେ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ଵାରା, ଅର୍ଥାତ୍, ଯେଉଁମାନେ ସେକାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ଵାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ସେହି ଜଣକ ନୁହଁ କି, ଯାହାକୁ ମୁଁ ମୋ’ ସେବକ ମାଧ୍ୟମରେ ବହୁ ସମୟ ଆଗରୁ କହିଥିଲି, ଇସ୍ରାଏଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷୟରେ ଭବିଷ୍ୟ‌ଦ୍‌ବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?