Ezekiel 38:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଯେଉଁଦିନ ଗୋଗ ଇଶ୍ରାୟେଲ ଦେଶ ବିରୁଦ୍ଧ ରେ ଆସିବ। ସେ ସମୟରେ ମୁଁ ମାରେ କୋପ ପ୍ରଦର୍ଶନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ଯେଉଁ ଦିନ ଗୋଗ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ। ସେ ସମୟରେ ମୁଁ ମୋର କୋପ ପ୍ରଦର୍ଶନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।