Ezekiel 38:19 — Compare Translations
5 translations compared side by side
Odia - 1840
"ଆଉ ମୁଁ ମାରେଅନ୍ତଜର୍ବାଳା ଓ କୋରଧାଗ୍ନି ରେ ପ୍ରତିଜ୍ଞା କରେ, ଇଶ୍ରାୟେଲ ରେ ଭୟଙ୍କର ଭୂମିକମ୍ପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ମୋର ଅନ୍ତର୍ଜ୍ୱାଳା ଓ କ୍ରୋଧାଗ୍ନିରେ ପ୍ରତିଜ୍ଞା କରେ, ଇସ୍ରାଏଲରେ ଭୟଙ୍କର ଭୂମିକମ୍ପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;