Ezekiel 38:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ମାଗଗେ ଦେଶୀଯ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ମାଗୋଗ ଦେଶୀୟ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,