Ezekiel 38:20 — Compare Translations
5 translations compared side by side
Odia - 1840
"ସେ ସମୟରେ ସମୁଦ୍ରର ମତ୍ସ୍ଯଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତ ରେ ଭୟ ରେ କମ୍ପିତ ହବେେ। ପର୍ବତସବୁ ଉତ୍ପାଟିତ ହବେେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରେତ୍ୟକକ ପ୍ରାଚୀର ଭୂମିସାତ୍ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତରେ ଭୟରେ କମ୍ପିତ ହେବେ। ପର୍ବତସବୁ ଉତ୍ପାଟିତ ହେବେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।
Odia IRV 2017 (ଓଡିଆ ବାଇବେଲ)