Ezekiel 38:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ମାରେ ସମସ୍ତ ପର୍ବତ ରେ ଖଡ୍ଗକୁ ଗୋଗ ବିରୁଦ୍ଧ ରେ ଆଣିବି। ତାହାର ସୈନ୍ଯସାମନ୍ତମାନେ ଏପରି ବିହ୍ବଳ ହବେେ ସମାନେେ ପରସ୍ପର ବିରୁଦ୍ଧ ରେ ଖଡ୍ଗ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ଼୍‍ଗ ପାଇଁ ଆମ୍ଭର ପର୍ବତ-ସକଳକୁ ଆହ୍ଵାନ କରିବା; ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ଼୍‍ଗ ତାହାର ଭ୍ରାତାର ପ୍ରତିକୂଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ମୋର ସମସ୍ତ ପର୍ବତରେ ‌‌ଖ‌ଡ଼୍‌ଗକୁ ଗୋଗ ବିରୁଦ୍ଧରେ ଆଣିବି। ତାହାର ସୈନ୍ୟସାମନ୍ତମାନେ ଏପରି ବିହ୍ୱଳ ହେବେ ସେମାନେ ପରସ୍ପର ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।