Ezekiel 38:22 — Compare Translations
5 translations compared side by side
Odia - 1840
"ପୁଣି ମୁଁ ଗୋଗ ବିପକ୍ଷ ରେ ମହାମାରୀ ଓ ମୃତ୍ଯୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପ ରେ, ତାହାର ସୈନ୍ଯଦଳ ଉପ ରେ ଓ ତା'ର ସଙ୍ଗୀ ଅନକେ ଜାତିମାନଙ୍କ ଉପ ରେ ପ୍ଲାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ଵାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ଗୋଗ ବିପକ୍ଷରେ ମହାମାରୀ ଓ ମୃତ୍ୟୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପରେ, ତାହାର ସୈନ୍ୟଦଳ ଉପରେ ଓ ତା’ର ସଙ୍ଗୀ ଅନେକ ଜାତିମାନଙ୍କ ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।