Ezekiel 38:23 — Compare Translations
5 translations compared side by side
Odia - 1840
"ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଏହି ପ୍ରକାରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦେଖାଇ ଦେବି ଯେ, ମୁଁ ମହାନ ଓ ପବିତ୍ର ଅଟେ। ତାହାହେଲେ ସେମାନେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”