Ezekiel 38:3 — Compare Translations
5 translations compared side by side
Odia - 1840
"ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।