Ezekiel 38:4 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ବନ୍ଦୀ କରିବି, ତୁମ୍ଭ କଳପାଟି ରେ ଅଙ୍କୁଶ ଦବେି। ଆଉ ମୁଁ ତୁମ୍ଭକୁ, ତୁମ୍ଭର ସୈନ୍ଯମାନଙ୍କୁ ଓ ଅଶ୍ବ ଏବଂ ଅଶ୍ବାରୋହୀଗଣଙ୍କୁ ବାହାର କରି ଆଣିବି। ସମାନେେ ସମସ୍ତେ ସମ୍ପୂର୍ଣ୍ଣ ୟୁଦ୍ଧ ବେଶ ରେ ସୁସଜ୍ଜିତ ଥିବେ ଏବଂ ସମାନେେ ସମସ୍ତ ଫଳକ, ଢ଼ାଲ ଓ ଖଡ୍ଗ ଧାରଣ କରିଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ଵ ଓ ଅଶ୍ଵାରୋହୀ-ଗଣକୁ ବାହାର କରି ଆଣିବା, ସେସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ଼୍ଗଧାରୀ ଅଟନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ବନ୍ଦୀ କରିବି, ତୁମ୍ଭ କଳପାଟିରେ ଅଙ୍କୁଶ ଦେବି। ଆଉ ମୁଁ ତୁମ୍ଭକୁ, ତୁମ୍ଭର ସୈନ୍ୟମାନଙ୍କୁ ଓ ଅଶ୍ୱ ଏବଂ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବି। ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ବେଶରେ ସୁସଜ୍ଜିତ ଥିବେ ଏବଂ ସେମାନେ ସମସ୍ତ ଫଳକ, ଢାଲ ଓ ଖଡ଼୍ଗ ଧାରଣ କରିଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତକୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;