Ezekiel 38:5 — Compare Translations

5 translations compared side by side

Odia - 1840
"ସମାନଙ୍କେ ସହିତ ପାରସ୍ଯ, କୂଶ ଓ ପୁଟ ଦେଶର ସୈନ୍ଯମାନେ ଥିବେ ଓ ସମାନେେ ଢ଼ାଲ ଓ ଟୋପର ଧାରଣ କରିଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେସମସ୍ତେ ଢାଲ ଓ ଟୋପରଧାରୀ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ସହିତ ପାରସ୍ୟ, କୂଶ ଓ ପୂଟ ଦେଶର ସୈନ୍ୟମାନେ ଥିବେ ଓ ସେମାନେ ଢାଲ ଓ ଟୋପର ଧାରଣ କରିଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;