Ezekiel 38:6 — Compare Translations

5 translations compared side by side

Odia - 1840
"ଗୋମର ଓ ତା'ର ସମସ୍ତ ସୈନ୍ଯବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତାଗେର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନକେ ଜାତି ସମାନଙ୍କେର ସହିତ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋମରା ଓ ତା’ର ସମସ୍ତ ସୈନ୍ୟବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନେକ ଜାତି ସେମାନଙ୍କର ସହିତ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।