Ezekiel 38:7 — Compare Translations
5 translations compared side by side
Odia - 1840
"'ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ନିଜକୁ ଓ ତୁମ୍ଭ ସହିତ ଯୋଗ ଦଇେଥିବା ସୈନ୍ଯଦଳକୁ ପ୍ରସ୍ତୁତ କର। ଆଉ ଗୋଗ ତୁମ୍ଭେ ସମାନଙ୍କେର ଦାଯିତ୍ବ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ନିଜକୁ ଓ ତୁମ୍ଭ ସହିତ ଯୋଗ ଦେଇଥିବା ସୈନ୍ୟଦଳକୁ ପ୍ରସ୍ତୁତ କର। ଆଉ ଗୋଗ ତୁମ୍ଭେ ସେମାନଙ୍କର ଦାୟିତ୍ୱ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।