Ezekiel 38:8 — Compare Translations

5 translations compared side by side

Odia - 1840
"ଅନକେ ଦିନ ପ ରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବଦନେ କରାୟିବ। ପରବର୍ତ୍ତୀ ବର୍ଷମାନଙ୍କ ରେ ୟୁଦ୍ଧରୁ ପୂର୍ବାବସ୍ଥାକୁ ଫରେୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପ ରେ ଏକତ୍ରୀତ ହାଇେଛନ୍ତି। ଯେଉଁମାନେ ଅତୀତ ରେ ବାରମ୍ବାର ବିଧ୍ବସ୍ତ ହାଇେଥିଲେ କିନ୍ତୁ ଦେଶଗୁଡ଼ିକରୁ ସମାନଙ୍କେୁ ଅଣାୟାଇଛି ଏବଂ ସମାନେେ ସମସ୍ତେ ସଠାେ ରେ ନିରାପଦ ରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ଵାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍‍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଦିନ ପରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବେଦନ କରାଯିବ। ପରବର୍ତ୍ତୀ ବର୍ଷମାନଙ୍କରେ ଯୁଦ୍ଧରୁ ପୂର୍ବାବସ୍ଥାକୁ ଫେରୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପରେ ଏକତ୍ରିତ ହୋଇଛନ୍ତି। ଯେଉଁମାନେ ଅତୀତରେ ବାରମ୍ବାର ବିଧ୍ୱସ୍ତ ହୋଇଥିଲେ କିନ୍ତୁ ଦେଶଗୁଡ଼ିକରୁ ସେମାନଙ୍କୁ ଅଣାଯାଇଛି ଏବଂ ସେମାନେ ସମସ୍ତେ ସେଠାରେ ନିରାପଦରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)