Ezekiel 38:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ସୈନ୍ଯଦଳ ଓ ତୁମ୍ଭ ସହିତ ବହୁତ ଦେଶ ଝଡ଼ି ସଦୃଶ ଉଠିବ। ତୁମ୍ଭେ ଓ ତୁମ୍ଭର ସୈନ୍ଯଦଳ ଦେଶକୁ ମେଘତୁଲ୍ଯ ଆଚ୍ଛନ୍ନ କରିଆସିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ସୈନ୍ୟଦଳ ଓ ତୁମ୍ଭ ସହିତ ବହୁତ ଦେଶ ଝଡ଼ି ସଦୃଶ ଉଠିବ। ତୁମ୍ଭେ ଓ ତୁମ୍ଭର ସୈନ୍ୟଦଳ ଦେଶକୁ ମେଘତୁଲ୍ୟ ଆଚ୍ଛନ୍ନ କରି ଆସିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।