Ezekiel 39:1 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ରୋଶ, ମେଶକ ଓ ତୁବଲର ମୁଖ୍ଯ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ପ୍ରତିକୂଳରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Odia Bible ERV 2004 (ପବିତ୍ର ବାଇବଲ)
ଗୋଗ ଓ ତାହାର ସୈନ୍ୟସାମନ୍ତଙ୍କ ମୃତ୍ୟୁ “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ରୋଶ, ମେଶକ ଓ ତୁବଲର ମୁଖ୍ୟ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Odia IRV 2017 (ଓଡିଆ ବାଇବେଲ)
“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;