Ezekiel 39:10 — Compare Translations

5 translations compared side by side

Odia - 1840
"ଆଉ ସମାନେେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସମାନେେ ସହେି ଅସ୍ତ୍ରଶସ୍ତ୍ରକୁ ଜାଳଣେି ରୂପେ ବ୍ଯବହାର କରିବେ। ଆଉ ସମାନେେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସମାନଙ୍କେର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ। ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ର-ଶସ୍ତ୍ର ନେଇ ଅଗ୍ନି ଜ୍ଵଳାଇବେ; ଆଉ, ଆପଣା ଲୁଟକାରୀମାନଙ୍କର ଧନ ଲୁଟ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସେମାନେ ସେହି ଅସ୍ତ୍ରଶସ୍ତ୍ରକୁ ଜାଳେଣି ରୂପେ ବ୍ୟବହାର କରିବେ। ଆଉ ସେମାନେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସେମାନଙ୍କର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ।” ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)