Ezekiel 39:11 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି ମୁଁ ସହେିଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇଶ୍ରାୟେଲ ମଧିଅରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନ ରୋଧ କରିବ। ସହେି ସ୍ଥାନ ରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦବେେ। ଏବଂ ସହେି ସ୍ଥାନକୁ ସମାନେେ 'ଗୋଗର ସୈନ୍ଯମାନଙ୍କର ଉପତ୍ୟକା' ବୋଲି ନାମ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର-ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକାରଣ୍ୟକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର କହନ୍ତି ମୁଁ ସେହି ଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇସ୍ରାଏଲ ମଧ୍ୟରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନରୋଧ କରିବ। ସେହି ସ୍ଥାନରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦେବେ। ଏବଂ ସେହି ସ୍ଥାନକୁ ସେମାନେ ‘ଗୋଗର ସୈନ୍ୟମାନଙ୍କର ଉପତ୍ୟକା’ ବୋଲି ନାମ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବର ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେହି ଦିନ ଗୋଗ୍‍କୁ ଇସ୍ରାଏଲ ମଧ୍ୟରେ କବରସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍‍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍‍ର ଉପତ୍ୟକା ବୋଲି ନାମ ଦେବେ।