Ezekiel 39:12 — Compare Translations
5 translations compared side by side
Odia - 1840
"ପୁଣି ଦେଶକୁ ଶୁଚି କରିବା ନିମନ୍ତେ ସମାନଙ୍କେୁ କବର ଦବୋପାଇଁ ଇଶ୍ରାୟେଲୀୟମାନଙ୍କୁ ସାତ ମାସ ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ-ବଂଶକୁ ସାତ ମାସ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲୀୟମାନଙ୍କୁ ସାତ ମାସ ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।