Ezekiel 39:13 — Compare Translations

5 translations compared side by side

Odia - 1840
"ଦେଶର ସମସ୍ତ ଜନସାଧାରଣ ସମାନଙ୍କେୁ କବର ଦବେେ। ସଦାପ୍ରଭୁ, ମାରେ ପ୍ରଭୁ କହିଲେ, ମୁଁ ଗୌରବାନ୍ବିତ ହବେି ଏବଂ ସହେି ଦିନଟି ସମାନଙ୍କେ ପାଇଁ ସ୍ମରଣୀଯ ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ଵିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶର ସମସ୍ତ ଜନସାଧାରଣ ସେମାନଙ୍କୁ କବର ଦେବେ। ସଦାପ୍ରଭୁ, ମୋର ପ୍ରଭୁ କହିଲେ, ମୁଁ ଗୌରବାନ୍ୱିତ ହେବି ଏବଂ ସେହି ଦିନଟି ସେମାନଙ୍କ ପାଇଁ ସ୍ମରଣୀୟ ହୋଇ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ।