Ezekiel 39:14 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ଦେଶକୁ ଶୁଚି କରିବା ପାଇଁ ମୃତ ସୈନିକମାନଙ୍କୁ କବର ଦବୋ ନିମନ୍ତେ ଲୋକମାନଙ୍କୁ ପୁରା ସମୟ କାର୍ୟ୍ଯ ରେ ନିୟୁକ୍ତ ଦିଆୟିବ। ସମାନେେ ସାତମାସ ଧରି ମୃତ ଶବଗୁଡ଼ିକର ଅନୁସନ୍ଧାନ ରେ ଦେଶ ମଧ୍ଯ ଦଇେ ଗମନ କରିବେ ଓ କବର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଦେଶକୁ ଶୁଚି କରିବା ପାଇଁ ମୃତ ସୈନିକମାନଙ୍କୁ କବର ଦେବା ନିମନ୍ତେ ଲୋକମାନଙ୍କୁ ପୁରା ସମୟ କାର୍ଯ୍ୟରେ ନିଯୁକ୍ତ ଦିଆଯିବ। ସେମାନେ ସାତ ମାସ ଧରି ମୃତ ଶବଗୁଡ଼ିକର ଅନୁସନ୍ଧାନରେ ଦେଶ ମଧ୍ୟଦେଇ ଗମନ କରିବେ ଓ କବର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।