Ezekiel 39:15 — Compare Translations

5 translations compared side by side

Odia - 1840
"ପୁଣି ସହେି ଗମନକାରୀମାନେ ଦେଶ ମଧିଅରେ ଗଲା ବେଳେ କୌଣସି ସ୍ଥାନ ରେ ଅସ୍ଥି ଦେଖିଲେ, ସଠାେ ରେ ସମାନେେ ଏକ ଚିହ୍ନ ରଖିବେ। ତା'ପ ରେ କବର ଦବୋ ଲୋକମାନେ ହାମାନେ-ଗୋଗ ଉପତ୍ୟକା ରେ ତାକୁ କବର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍ ଉପତ୍ୟକାରେ ତାହାର କବର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଗମନକାରୀମାନେ ଦେଶ ମଧ୍ୟରେ ଗଲାବେଳେ କୌଣସି ସ୍ଥାନରେ ଅସ୍ଥି ଦେଖିଲେ, ସେଠାରେ ସେମାନେ ଏକ ଚିହ୍ନ ରଖିବେ। ତା’ପରେ କବର ଦେବା ଲୋକମାନେ ହାମୋନ-ଗୋଗ ଉପତ୍ୟକାରେ ତାକୁ କବର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।