Ezekiel 39:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ରୁଣ୍ତ ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ହେ ମନୁଷ୍ୟ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟପଶୁକୁ କୁହ, ‘ତୁମ୍ଭେମାନେ ଏକତ୍ର ହୋଇ ଆସ। ଆଉ ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଗ୍ଭରିଆଡ଼େ ରୁଣ୍ଡ ହୁଅ। ମୁଁ ଇସ୍ରାଏଲ ପର୍ବତଗୁଡ଼ିକ ଉପରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାଯଜ୍ଞର ବନ୍ଦୋବସ୍ତ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।