Ezekiel 39:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସମାନେେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମଷେ, ମଷେବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ଵରୂପ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସେମାନେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।