Ezekiel 39:19 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଇଁ ଯେଉଁ ବଳିର ଆଯୋଜନ କଲି, ତୁମ୍ଭମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଉତ୍ତମ ମାଂସ ଖାଇବ ଓ ମତ୍ତ ହବୋ ପର୍ୟ୍ଯନ୍ତ ରକ୍ତ ପିଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ପାଇଁ ଯେଉଁ ବଳିର ଆୟୋଜନ କଲି, ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଉତ୍ତମ ମାଂସ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।