Ezekiel 39:2 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫରୋଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇଶ୍ରାୟେଲର ପର୍ବତସମୂହର ବିରୁଦ୍ଧ ରେ ତୁମ୍ଭକୁ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରା; ଭାଗରୁ ତୁମ୍ଭକୁ ଅଣାଇବାନ୍ତ ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫେରାଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇସ୍ରାଏଲର ପର୍ବତସମୂହର ବିରୁଦ୍ଧରେ ତୁମ୍ଭକୁ ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;