Ezekiel 39:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭ ମଜେ ରେ ଅଶ୍ବ, ରଥ, ବୀର ଓ ସବୁ ୟୋଦ୍ଧାମାନଙ୍କୁ ଖାଇ ତୃପ୍ତ ହବେ।' ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ଵ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ।’” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।