Ezekiel 39:21 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଜାତିମାନଙ୍କ ମଧିଅରେ ମାରେ ମହିମା ସ୍ଥାପନ କରିବି। ସମାନେେ ସହେି ଦଣ୍ଡ ଦେଖିବେ ଯାହା ମୁଁ ମାରହେସ୍ତ ଉଠାଇ ପ୍ରଯୋଗ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର କହିଲେ, ଜାତିମାନଙ୍କ ମଧ୍ୟରେ ମୋର ମହିମା ସ୍ଥାପନ କରିବି। ସେମାନେ ସେହି ଦଣ୍ଡ ଦେଖିବେ ଯାହା ମୁଁ ମୋର ହସ୍ତ ଉଠାଇ ପ୍ରୟୋଗ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।