Ezekiel 39:23 — Compare Translations

5 translations compared side by side

Odia - 1840
"ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇଶ୍ରାୟେଲ ବଂଶ ନିଜ ପାପପୂର୍ଣ୍ଣ କାର୍ୟ୍ଯ ଯୋଗୁଁ ବନ୍ଦୀ ହାଇେ ଅନ୍ୟ ଦେଶକୁ ୟାଇଥିଲେ। କାରଣ ସମାନେେ ମାେ ପ୍ରତି ଅବିଶ୍ବସ୍ତ ଥିଲେ ଏବଂ ମୁଁ ସମାନଙ୍କେଠାରୁ ମାରେ ମୁହଁ ବୁଲଇେ ନଲେି ଓ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସମାନେେ ଶତ୍ରୁଗଣର ଖଡ୍ଗ ରେ ପତିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ-ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ବନ୍ଦୀ ହୋଇ ଅନ୍ୟ ଦେଶକୁ ଯାଇଥିଲେ। କାରଣ ସେମାନେ ମୋ’ ପ୍ରତି ଅବିଶ୍ୱସ୍ତ ଥିଲେ ଏବଂ ମୁଁ ସେମାନଙ୍କଠାରୁ ମୋର ମୁହଁ ବୁଲେଇ ନେଲି ଓ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସେମାନେ ଶତ୍ରୁଗଣର ‌‌ଖ‌ଡ଼୍‌ଗରେ ପତିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)