Ezekiel 39:24 — Compare Translations
5 translations compared side by side
Odia - 1840
"ସମାନଙ୍କେର ପାପ ଓ ଅପରାଧ ଅନୁସାରେ ମୁଁ ସମାନଙ୍କେୁ ବ୍ଯବହାର କଲି। ମୁଁ ସମାନଙ୍କେଠାରୁ ମାରେମୁହଁ ଲୁଚାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପାପ ଓ ଅପରାଧ ଅନୁସାରେ ମୁଁ ସେମାନଙ୍କୁ ବ୍ୟବହାର କଲି। ମୁଁ ସେମାନଙ୍କଠାରୁ ମୋର ମୁହଁ ଲୁଗ୍ଭଇଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।