Ezekiel 39:25 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଏବେ ମୁଁ ଯାକୁବକୁ ବନ୍ଦୀତ୍ବରୁ ମୁକ୍ତ କରି ଆଣିବି ଓ ସମୁଦାଯ ଇଶ୍ରାୟେଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାେଶ ଇର୍ଷାପରାଯଣ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ-ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଏବେ ମୁଁ ଯାକୁବକୁ ବନ୍ଦୀତ୍ୱରୁ ମୁକ୍ତ କରି ଆଣିବି ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାଶେ ଈର୍ଷାପରାୟଣ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।