Ezekiel 39:26 — Compare Translations
5 translations compared side by side
Odia - 1840
"ସମାନେେ ସର୍ବଦା ମାେ ବିରୁଦ୍ଧ ରେ ୟାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସମାନେେ ନିରାପଦ ରେ ଆପଣା ଦେଶ ରେ ବାସ କରିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସର୍ବଦା ମୋ’ ବିରୁଦ୍ଧରେ ଯାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସେମାନେ ନିରାପଦରେ ଆପଣା ଦେଶରେ ବାସ କରିବେ ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
Odia IRV 2017 (ଓଡିଆ ବାଇବେଲ)