Ezekiel 39:27 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେୁ ଯେଉଁଦିନ ନାନା ଜାତି ମଧ୍ଯରୁ ପୁନର୍ବାର ଆଣିବି ଏବଂ ସମାନଙ୍କେୁ ଶତ୍ରୁଗଣ ଦେଶରୁ ସଂଗ୍ରହ କରିବି, ଅନକେ ଦେଶମାନଙ୍କ ଦୃଷ୍ଟି ରେ ମୁଁ ମାରେ ପବିତ୍ରତା ସମାନଙ୍କେ ମଧିଅରେ ଦଖାଇବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ ଲଙ୍ଘନ କଲେ, ସେହି ସକଳ ସତ୍ୟ ଲଙ୍ଘନର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଯେଉଁ ଦିନ ନାନା ଜାତି ମଧ୍ୟରୁ ପୁନର୍ବାର ଆଣିବି ଏବଂ ସେମାନଙ୍କୁ ଶତ୍ରୁଗଣ ଦେଶରୁ ସଂଗ୍ରହ କରିବି, ଅନେକ ଦେଶମାନଙ୍କ ଦୃଷ୍ଟିରେ ମୁଁ ମୋର ପବିତ୍ରତା ସେମାନଙ୍କ ମଧ୍ୟରେ ଦେଖାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।