Ezekiel 39:28 — Compare Translations
5 translations compared side by side
Odia - 1840
"ପୁଣି ମୁଁ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟେ। ତାହା ସମାନେେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧିଅରେ ସମାନଙ୍କେୁ ନିର୍ବାସିତ କରାଇଲି ଓ ପୁନର୍ବାର ସମାନଙ୍କେ ନିଜ ଦେଶ ରେ ସମାନଙ୍କେୁ ସଂଗ୍ରହ କରିଅଛି। ମୁଁ ସମାନଙ୍କେର କାହାକୁ ଆଉ ସଠାେ ରେ ରଖିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟେ। ତାହା ସେମାନେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲି ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛି। ମୁଁ ସେମାନଙ୍କର କାହାକୁ ଆଉ ସେଠାରେ ରଖିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)