Ezekiel 39:29 — Compare Translations
5 translations compared side by side
Odia - 1840
"ଏବଂ ମୁଁ ଇଶ୍ରାୟେଲ ପରିବାର ଉପ ରେ ନିଜର ଆତ୍ମା ଜାଳି ଅଛି। ତାହାପ ରେ ମୁଁ ଆପଣା ମୁଖ ସମାନଙ୍କେଠାରୁ ଲୁଚାଇବି ନାହିଁ। ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ-ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।