Ezekiel 39:3 — Compare Translations
5 translations compared side by side
Odia - 1840
"ମୁଁ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।