Ezekiel 39:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ ଓ ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପର୍ବତଗୁଡ଼ିକ ଉପରେ ତୁମ୍ଭେ ପତିତ ହେବ। ତୁମ୍ଭର ସମସ୍ତ ସୈନ୍ୟ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ୟ ପତିତ ହେବେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡ଼ିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।